୧୧ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଚଳିତ ମାସ ୧୧ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଥିବାରୁ ମୌସୁମୀ ପାଇଁ ଅନୁକୂଳ ପାଗ ହୋଇଛି। ଖୁବ୍‌ ଶୀଘ୍ର ମୌସୁମୀ ବାୟୁ ଦେଶର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ପହଞ୍ଚିବାର ସମ୍ଭାବନା ଅଛି। ତା’ ପରେ ପରେ ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ। ଗତ ୨୪ ଘଣ୍ଟାରେ ରାଜ୍ୟରେ […]

rain

rain

Niharika Rout
  • Published: Tuesday, 09 June 2020
  • Updated: 09 June 2020, 08:15 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଚଳିତ ମାସ ୧୧ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଥିବାରୁ ମୌସୁମୀ ପାଇଁ ଅନୁକୂଳ ପାଗ ହୋଇଛି। ଖୁବ୍‌ ଶୀଘ୍ର ମୌସୁମୀ ବାୟୁ ଦେଶର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ପହଞ୍ଚିବାର ସମ୍ଭାବନା ଅଛି। ତା’ ପରେ ପରେ ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରାୟ ସବୁ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଯାଜପୁର ଜିଲ୍ଲାରେ ସର୍ବାଧିକ ୮୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story