ପୁଣି ଚିହ୍ନଟ ହେଲେ ୫୧ କରୋନା ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା ୭ ଛୁଇଁଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।   ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ କ୍ୱାରେଣ୍ଟାଇନ୍ କେନ୍ଦ୍ରର ହୋଇଥିବା ବେଳେ ୩ଟି ଲୋକାଲ୍ […]

corona-13

corona-13

Niharika Rout
  • Published: Thursday, 21 May 2020
  • Updated: 21 May 2020, 11:08 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।  

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ କ୍ୱାରେଣ୍ଟାଇନ୍ କେନ୍ଦ୍ରର ହୋଇଥିବା ବେଳେ ୩ଟି ଲୋକାଲ୍ କେସ୍ ବୋଲି ସୂଚନା ମିଳିଛି।

ଗଞ୍ଜାମ ଜିଲ୍ଲାରେ ନୂଆ ୪ ପଜିଟିଭ ଚିହ୍ନଟ ପରେ ଏହି ସଂଖ୍ୟା ୩୧୭ ଛୁଇଁଲା । ଯାଜପୁରରେ ୫ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା ୧୭୯ରେ ପହଞ୍ଚିଛି। ସେହିପରି କଟକରେ ନୂଆ ୯ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି।

ସେହିପରି ପୁରୀରେ ଆଉ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହି ସଂଖ୍ୟା ୪୫ରେ ପହଞ୍ଚିଲା।  ଜଗତସିଂହପୁରରେ ୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ସଂଖ୍ୟା ୩୦ ଛୁଇଁଲା। ସେହିପରି ନୟାଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ବୃଦ୍ଧି ପାଇ ମୋଟ ସଂଖ୍ୟା ୨୧ ଓ ଅନୁଗୁଳରେ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହା ୧୯ ଛୁଇଁଲା।

ସମ୍ବଲପୁର ଆକ୍ରାନ୍ତଙ୍କ ସଂଖ୍ୟା ୨ ବୃଦ୍ଧି ପାଇ ମୋଟ ସଂଖ୍ୟା ୫ରେ ପହଞ୍ଚିଥିବା ବେଳେ ମାଲକାନଗିରି ୧ ବଢ଼ି ପଜିଟିଭ୍ ସଂଖ୍ୟା ୩ ଛୁଇଁଲା। ପୂର୍ବରୁ କଳାହାଣ୍ଡି ଜିଲ୍ଲାରେ ୨ ଆକ୍ରାନ୍ତ ଥିବା ବେଳେ ନୂଆ ୧୧ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୧୩ରେ ପହଞ୍ଚିଲା। ସେହିପରି ମୟୂରଭଞ୍ଜରେ ନୂଆ ୩  ଆକ୍ରାନ୍ତ ଚିହ୍ନଟ ପରେ ସଂଖ୍ୟା ୧୪ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଏଯାଏ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୫୩ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଥିବା ବେଳେ ୩୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ମୃତ୍ୟୁ ସଂଖ୍ୟା ୭ ଛୁଇଁଥିବା ବେଳେ ସେମାନଙ୍କ ମଧ୍ୟରେ ଗଞ୍ଜାମର ୩ ଜଣ, ଖୋର୍ଦ୍ଧାର ୩ ଜଣ ଓ କଟକର ଜଣେ ଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story