'ପରିବା ମାର୍କେଟ୍ ଓ ମଦ ଦୋକାନରେ ଅଧିକ ସଂକ୍ରମଣ'

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ କିଛି ଦିନ ଧରି କରୋନା ସଂକ୍ରମଣ ୬ହଜାର ମାର୍କରେ ଚାଲିଥିବା ବେଳେ ଆଜି ଏକାଥରକେ ଆଉ ଦୁଇ ହଜାର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଯାଇଛି । ଅର୍ଥାତ୍ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ତେବେ ଆକ୍ରାନ୍ତଙ୍କ ସଂଖ୍ୟା କାହିଁକି ବଢ଼ୁଛି, ସେ ନେଇ ବଡ଼ […]

vegetable-market-in-odisha

vegetable-market-in-odisha

Ranjit Kumar Jena
  • Published: Wednesday, 28 April 2021
  • Updated: 28 April 2021, 06:22 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ କିଛି ଦିନ ଧରି କରୋନା ସଂକ୍ରମଣ ୬ହଜାର ମାର୍କରେ ଚାଲିଥିବା ବେଳେ ଆଜି ଏକାଥରକେ ଆଉ ଦୁଇ ହଜାର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଯାଇଛି । ଅର୍ଥାତ୍ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ତେବେ ଆକ୍ରାନ୍ତଙ୍କ ସଂଖ୍ୟା କାହିଁକି ବଢ଼ୁଛି, ସେ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି ଭୁବନେଶ୍ୱର ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶୋକ ମହାପାତ୍ର ।

ଶ୍ରୀ ମହାପାତ୍ର କହିଛନ୍ତି, ପରିବା, ମାଛ ମାର୍କେଟ୍ ଓ ମଦ ଦୋକାନ ସଂକ୍ରମଣ ବୃଦ୍ଧିର ମୁଖ୍ୟ କାରଣ । କାରଣ ଏହି ତିନୋଟି ସ୍ଥାନରେ ଅଧିକ ଗହଳି ହେଉଛି । ଆଉ ଭିଡ଼ରେ ହିଁ ସଂକ୍ରମଣ ବଢ଼ିବାର ଅଧିକ ଆଶଙ୍କା ଥାଏ । ଏହି ସ୍ଥାନ ଗୁଡ଼ିକ ଉପରେ କଟକଣା ନଲଗାଇଲେ ସଂକ୍ରମଣ ଆହୁରି ବଢ଼ିବ ବୋଲି ଶ୍ରୀ ମହାପାତ୍ର କହଛନ୍ତି ।

ଶ୍ରୀ ମହାପାତ୍ର ଆହୁରି କହିଛନ୍ତି, ରାଜ୍ୟରେ ଯେଉଁଭଳି ଭାବରେ ସଂକ୍ରମଣ ବୃଦ୍ଧି ପାଉଛି, ତାକୁ ରୋକିବା ପାଇ ନୂଆ ଷ୍ଟ୍ରାଟେଜୀ ଦରକାର । ଅର୍ଥାତ୍ ଏବେ ପୂର୍ବ ଷ୍ଟ୍ରାଟେଜୀକୁ ବଦଳାଇ ସ୍ପେଶାଲ ଷ୍ଟ୍ରାଟେଜୀ ଦରକାର । ବିଶେଷକରି କଟକ ଓ ଭୁବନେଶ୍ୱରରେ କଟକଣା ଅଧିକ କରିବାର ଦରକାର । ନଚେତ୍ ସ୍ଥିତି ଆଗକୁ ଅସମ୍ଭାଳ ହେବ ବୋଲି ଡାକ୍ତର ମହାପାତ୍ର ଚେତାବନୀ ଦେଇଛନ୍ତି ।

ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱରରେ ସଂକ୍ରମଣ ଅଧିକ ବଢ଼ୁଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ସେ କହିଛନ୍ତି, ଜଣେ ଲୋକ ଏକାଧିକ ଲୋକଙ୍କୁ ସଂକ୍ରମଣ କରୁଛନ୍ତି । ଯେଉଁ କାରଣରୁ କମ୍ୟୁନିଟି ଟ୍ରାନ୍ସମିଶନ୍ ବା ଗୋଷ୍ଠୀ ସଂକ୍ରମଣ ଭଳି ସ୍ଥିତି ଉପୁଜିଲାଣି । ଯେହେତୁ ଭୁବନେଶ୍ୱରକୁ ଏକାଧିକ ଲୋକ ବାହାରୁ ଆସୁଛନ୍ତି, ସେଥିଲାଗି ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି ।

ଆଜି ରାଜ୍ୟରେ ୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ରୋଗୀଙ୍କ ପାଇଁ ପର୍ଯ୍ୟାପ୍ତ ବେଡ୍ ମହଜୁଦ୍ ରହିିଛି । ପଶ୍ଚିମ ଓଡ଼ିଶାରେ ରୋଗୀ ଅଧିକ ଭର୍ତ୍ତି ହେଉଛନ୍ତି। ତେଣୁ ଯେଉଁଠାରେ ବେଡ୍ ଅଧିକ ଆବଶ୍ୟକ, ସେହିଠାରେ ବେଡ୍ ସଂଖ୍ୟା ବଢ଼ାଯାଉଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story