ପୁଣି ଆକାଶଙ୍କ ଆକାଉଣ୍ଟରୁ ମିଳିଲା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଠକ୍ ବାପ-ପୁଅଙ୍କ ଅମାପ ସମ୍ପତ୍ତିର ଫିଟୁଛି ଗୁମର। ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପୂର୍ବରୁ ୧୬ କୋଟି ୫ ଲକ୍ଷ ଟଙ୍କା ମିଳିଥିବା ବେଳେ ପୁଣି ମିଳିଛି ୧ କୋଟି ୨୮ ଲକ୍ଷ ଟଙ୍କା । ଭୁବନେଶ୍ୱର ଏବଂ ପୁଣେରେ ଥିବା ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଏହି ଟଙ୍କା ମିଳିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଅଧିକ ପଢନ୍ତୁ : କୁଆଡ଼େ ଯାଉଛି ପରୀ ହତ୍ୟାକାଣ୍ଡର ତଦନ୍ତ ? ଆକାଶ ପାଠକଙ୍କ […]

aakash

aakash

Niharika Rout
  • Published: Friday, 04 December 2020
  • Updated: 04 December 2020, 12:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଠକ୍ ବାପ-ପୁଅଙ୍କ ଅମାପ ସମ୍ପତ୍ତିର ଫିଟୁଛି ଗୁମର। ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପୂର୍ବରୁ ୧୬ କୋଟି ୫ ଲକ୍ଷ ଟଙ୍କା ମିଳିଥିବା ବେଳେ ପୁଣି ମିଳିଛି ୧ କୋଟି ୨୮ ଲକ୍ଷ ଟଙ୍କା । ଭୁବନେଶ୍ୱର ଏବଂ ପୁଣେରେ ଥିବା ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଏହି ଟଙ୍କା ମିଳିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ଅଧିକ ପଢନ୍ତୁ : କୁଆଡ଼େ ଯାଉଛି ପରୀ ହତ୍ୟାକାଣ୍ଡର ତଦନ୍ତ ?

ଆକାଶ ପାଠକଙ୍କ ନାଁରେ ବ୍ରହ୍ମପୁର ଓ ବଲାଙ୍ଗିରରେ ବ୍ୟାଙ୍କ ଆକାଉଣ୍ଟ ସହ ଇନସୁରାନ୍ସ ପଲିସି ରହିଛି । ଏହାବ୍ୟତୀତ ୩ଟି ବ୍ୟାଙ୍କ ଆକାଉଣ୍ଟରେ ମୋଟ ୧୬ କୋଟି ୫ ଲକ୍ଷ ଟଙ୍କା ଜମା ହୋଇଥିବାବେଳେ ସେଥିମଧ୍ୟରୁ ୧୦ କୋଟି ୭୬ ଲକ୍ଷ ଟଙ୍କା ନଗଦ ଆକାରରେ ଜମା ହୋଇଥିବା ଭିଜିଲାନ୍ସ ସୂଚନା ଦେଇଛି ।

କେବଳ ଆକାଶ ନୁହେଁ, ଆଇଏଫଏସ୍ ଅଭୟକାନ୍ତ ଏବଂ ପରିବାର ସଦସ୍ୟଙ୍କ ନାଁରେ ମଧ୍ୟ ବ୍ୟାଙ୍କ ଆକାଉଣ୍ଟ ରହିଛି । ଯାହାର ତଦନ୍ତ ଜାରି ରହିଥିବା କହିଛି ଭିଜିଲାନ୍ସ । ପାଠକ ବାପ-ପୁଅଙ୍କୁ ୩ ଦିନିଆ ରିମାଣ୍ଡରେ ନେଇ ଭିଜିଲାନ୍ସ ତଦନ୍ତ କରୁଛି । କଟକରେ ଉଭୟଙ୍କୁ ଜେରା କରାଯାଉଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story