ଗଛରେ ପିଟି ହେଲା ବସ୍

ଖଲ୍ଲିକୋଟ (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ବେଗୁନିଆ ଫାଣ୍ଡି ଅନ୍ତର୍ଗତ ଏସ୍.ଛନିକା ନିକଟରେ ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବାରୁ  ଡ୍ରାଇଭର ସମେତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ କୋଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ପୂଜା ନାମକ ଯାତ୍ରୀବାହୀ ବସ୍‌ଟି ଅଙ୍ଗାରଗାଁରୁ ପୋଲସରା ଅଭିମୁଖେ ଯାଉଥିଲା। ଏହି ସମୟରେ ଏସ୍.ଛନିକା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଆମ୍ବୁଲାନ୍ସ ସାହାଯ୍ୟରେ ସମସ୍ତ ଯାତ୍ରୀଙ୍କୁ କୋଦଳା […]

bus accident

bus accident

Tapaswini Nayak
  • Published: Tuesday, 17 May 2022
  • Updated: 17 May 2022, 11:34 AM IST

Sports

Latest News

ଖଲ୍ଲିକୋଟ (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ବେଗୁନିଆ ଫାଣ୍ଡି ଅନ୍ତର୍ଗତ ଏସ୍.ଛନିକା ନିକଟରେ ଏକ ଯାତ୍ରୀବାହୀ ବସ୍ ଗଛରେ ପିଟି ହେବାରୁ  ଡ୍ରାଇଭର ସମେତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ କୋଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ପୂଜା ନାମକ ଯାତ୍ରୀବାହୀ ବସ୍‌ଟି ଅଙ୍ଗାରଗାଁରୁ ପୋଲସରା ଅଭିମୁଖେ ଯାଉଥିଲା। ଏହି ସମୟରେ ଏସ୍.ଛନିକା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଆମ୍ବୁଲାନ୍ସ ସାହାଯ୍ୟରେ ସମସ୍ତ ଯାତ୍ରୀଙ୍କୁ କୋଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ।  ପୁଲିସ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story