କାନ୍ଥ ଭାଙ୍ଗି ଲୁଟିନେଲେ ୧୭ ଲକ୍ଷର ସୁନା

ବିନିକା (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହରର ଶ୍ରୀ କ୍ରିଷ୍ଣା ଜୁଏଲର୍ସରୁ ୩୫୦  ଗ୍ରାମ ସୁନା ଚୋରି ହୋଇଥିବା ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହୋଇଛି I ଗତକାଲି ଶ୍ରୀ କ୍ରିଷ୍ଣା ଜୁଏଲର୍ସର ପଛ ପଟ କାନ୍ଥ ଭାଙ୍ଗି ଚୋରମାନେ ଏହି ସୁନା ଲୁଟ୍‌ କରିଛନ୍ତି। ଲୁଟ୍‌ ସୁନାର ଆନୁମାନିକ ମୂଲ୍ୟ ୧୭ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଜଣାଯାଇଛି। ଏନେଇ ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହେଲାପରେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି […]

loot

loot

Niharika Rout
  • Published: Monday, 30 November 2020
  • Updated: 30 November 2020, 08:03 AM IST

ବିନିକା (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହରର ଶ୍ରୀ କ୍ରିଷ୍ଣା ଜୁଏଲର୍ସରୁ ୩୫୦  ଗ୍ରାମ ସୁନା ଚୋରି ହୋଇଥିବା ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହୋଇଛି I ଗତକାଲି ଶ୍ରୀ କ୍ରିଷ୍ଣା ଜୁଏଲର୍ସର ପଛ ପଟ କାନ୍ଥ ଭାଙ୍ଗି ଚୋରମାନେ ଏହି ସୁନା ଲୁଟ୍‌ କରିଛନ୍ତି। ଲୁଟ୍‌ ସୁନାର ଆନୁମାନିକ ମୂଲ୍ୟ ୧୭ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଜଣାଯାଇଛି।

ଏନେଇ ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହେଲାପରେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି I ତୁରନ୍ତ ଲୁଟେରାଙ୍କୁ ଧରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story