Advertisment

ବରଯାତ୍ରୀ ବସ୍‌ ଓଲଟି ୨୦ରୁ ଅଧିକ ଆହତ

ଭଞ୍ଜନଗର (ପ୍ରଦୀପ ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗରର କଳିଙ୍ଗା ଘାଟିର ଅନ୍ଧାରିକୋଟ ନିକଟରେ ଏକ ବରଯାତ୍ରୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ଜଣେ ମହିଳା ହାତ କଟି ଯାଇଛି। ବସ୍‌ଟି ବରଯାତ୍ରୀଙ୍କୁ ଧରି ଆସିକା ଫେରୁଥିଲା। ଗତ ରାତିରେ ଅନ୍ଧାରିକୋଟ  […]

ବରଯାତ୍ରୀ ବସ୍‌ ଓଲଟି ୨୦ରୁ ଅଧିକ ଆହତ

bhanjanagar

Advertisment

ଭଞ୍ଜନଗର (ପ୍ରଦୀପ ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗରର କଳିଙ୍ଗା ଘାଟିର ଅନ୍ଧାରିକୋଟ ନିକଟରେ ଏକ ବରଯାତ୍ରୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ଜଣେ ମହିଳା ହାତ କଟି ଯାଇଛି।

ବସ୍‌ଟି ବରଯାତ୍ରୀଙ୍କୁ ଧରି ଆସିକା ଫେରୁଥିଲା। ଗତ ରାତିରେ ଅନ୍ଧାରିକୋଟ  ନିକଟରେ ବସ୍‌ଟି ଓଲଟି ପଡ଼ିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe