ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ମହୁପଦର ଅଞ୍ଚଳର ୨୫୦ରୁ ଅଧିକ ନକ୍ସଲ ସମର୍ଥକ ଗତକାଲି ମାଥିଲି ପୁଲିସ୍ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆଉ ପୁଲିସ୍ ସେମାନଙ୍କୁ ମାଗଣାରେ କମ୍ବଳ ଓ ଡ୍ରେସ ବଣ୍ଟନ କରିଛନ୍ତି। ଗତ ଦିନରେ ଏମାନେ ପୁଲିସ୍ ବିରୋଧରେ ନକ୍ସଲଙ୍କ ପାଇଁ କାମ କରୁଥିଲେ। ଏବେ ସେମାନେ ସେମାନଙ୍କ ଭୁଲ ବୁଝିଲା ପରେ ପୁଲିସ୍ ସହ ହାତ ମିଳାଇଛନ୍ତି। ପୂର୍ବରୁ ମହୁପଦର ଅଞ୍ଚଳ ନକ୍ସଲଙ୍କ କବଜାରେ ରହିଥିଲା। ୨୫୦ରୁ ଅଧିକ ନକ୍ସଲଙ୍କ ସମର୍ଥକଙ୍କ ଆତ୍ମସମର୍ପଣ ପରେ ନକ୍ସଲଙ୍କୁ ଶକ୍ତ ଧକ୍କା ଲାଗିଛି।
ଏଥିସହ ମହୁପଦରରେ ପୁଲିସ୍ର ସ୍ଥାୟୀ କ୍ୟାମ୍ପ ହେବା ପରେ ସେହି ଅଞ୍ଚଳବାସୀ ମୌଳିକ ସୁବିଧା ପାଇପାରିବେ ଓ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବେ ବୋଲି ଆଶା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।