ପୁଣି ୩ ହଜାର ଉପରେ ସଂକ୍ରମଣ, ୫ଶହ ଡେଇଁଲା ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):   ଗତକାଲି ୩ ହଜାର ତଳକୁ ଖସିଥିବା ଦୈନିକ ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୩, ୩୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୨୨, ଲୋକାଲ କେସ୍ ୧୪୪୯ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଅନୁଗୁଳରୁ ୯୩,   ବାଲେଶ୍ୱରରୁ ୨୫୮, ବରଗଡ଼ରୁ ୩୫, ଭଦ୍ରକରୁ ୧୭୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୯, କଟକରୁ ୪୬୮, ଦେବଗଡ଼ରୁ […]

Corona

Corona

Niharika Rout
  • Published: Wednesday, 30 June 2021
  • Updated: 30 June 2021, 01:17 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):   ଗତକାଲି ୩ ହଜାର ତଳକୁ ଖସିଥିବା ଦୈନିକ ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୩, ୩୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୨୨, ଲୋକାଲ କେସ୍ ୧୪୪୯ ଚିହ୍ନଟ ହୋଇଛନ୍ତି।

ଖୋର୍ଦ୍ଧାରୁ ସର୍ବାଧିକ ୫୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଅନୁଗୁଳରୁ ୯୩,   ବାଲେଶ୍ୱରରୁ ୨୫୮, ବରଗଡ଼ରୁ ୩୫, ଭଦ୍ରକରୁ ୧୭୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୯, କଟକରୁ ୪୬୮, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫୮, ଗଜପତିରୁ ୧୨, ଗଞ୍ଜାମରୁ ୨୧, ଜଗତସିଂହପୁରରୁ ୧୩୫, ଯାଜପୁରରୁ ୨୧୦, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୨୧୯ ଓ କେନ୍ଦୁଝରରୁ  ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମାଲକାନଗିରିରୁ ୮୦, କୋରାପୁଟରୁ ୫୨, ମୟୂରଭଞ୍ଜ ୨୨୨, ନବରଙ୍ଗପୁର ୩୪,  ନୟାଗଡ଼ ୧୩୫, ନୂଆପଡ଼ା ୮, ପୁରୀ ୧୯୩, ରାୟଗଡ଼ା ୫୯, ସମ୍ବଲପୁର ୨୮, ସୋନପୁର ୨୨,  ସୁନ୍ଦରଗଡ଼ ୭୨ ଓ ଷ୍ଟେଟ ପୁଲ୍‌ରୁ ୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos