ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଛି। ତେବେ ପ୍ରଥମ ଥର ପାଇଁ ରାଜ୍ୟରେ ଗୋଟିଏ ଦିନରେ ଚାରି ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Covid-19 Report For 13th September
New Positives Cases: 4198
In quarantine: 2476
Local contacts: 1722(Details of local contacts will be shared by concerned Dist Administration)
District Wise Cases
1. Angul: 108
2. Balasore: 130
3. Bargarh: 95
4. Bhadrak: 53
5. Balangir: 197— I & PR Department, Odisha (@IPR_Odisha) September 14, 2020
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୭୨୨ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
22. Mayurbhanj: 133
23. Nawrangpur: 98
24. Nayagarh: 43
25. Nuapada: 116
26. Puri: 310
27. Rayagada: 136
28. Sambalpur: 130
29. Sonepur: 74
30. Sundargarh: 195
31. State Pool: 218New Recovery: 3363
Cumulative Tested: 2472517
Positive: 155005
Recovered: 118642
Active Case: 35673— I & PR Department, Odisha (@IPR_Odisha) September 14, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ବେଳେ ୧,୧୮,୬୪୨ ସୁସ୍ଥ ହୋଇସାରିଛନ୍ତି। ୩୫,୬୭୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୬୩୭ ଜଣଙ୍କର ଏଥିରେ ମୃତ୍ୟୁ ହୋଇସାରିଲାଣି।