‘ରାଜ୍ୟରେ ୨୪ ଘଣ୍ଟାରେ ହେଲା ୪୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର  ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଟେଷ୍ଟ କରାଯାଇଛି। ଗୋଟିଏ ଦିନରେ ସର୍ବାଧିକ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି। RTPCR, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟରେ ଏହି ଟେଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି  ଜୀବ ବିଜ୍ଞାନ ପ୍ରତିଷ୍ଠାନ […]

prdeep

prdeep

Tapaswini Nayak
  • Published: Thursday, 13 August 2020
  • Updated: 13 August 2020, 11:32 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର  ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଟେଷ୍ଟ କରାଯାଇଛି। ଗୋଟିଏ ଦିନରେ ସର୍ବାଧିକ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି। RTPCR, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟରେ ଏହି ଟେଷ୍ଟ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି  ଜୀବ ବିଜ୍ଞାନ ପ୍ରତିଷ୍ଠାନ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇ କହିଥିଲେ ଯେ ଆଗକୁ ରାଜ୍ୟରେ ଦୈନିକ ୧ ଲକ୍ଷ କରୋନା ଟେଷ୍ଟ କରାଯିବାକୁ ଯୋଜନା ରଖାଯାଇଛି। ଅଗଷ୍ଟ ୨୦ ସୁଦ୍ଧା ୫୦ ହଜାର ଟେଷ୍ଟ ଦୈନିକ କରିବାକୁ ଧାର୍ଯ୍ୟ କରାଯାଇଛି ବୋଲି ସେ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos