କଟକ(ଓଡ଼ିଶା ରିପୋର୍ଟର): କଟକ ସହରରେ ଆଉ ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୩ ମଧ୍ୟରୁ ୩୨ କ୍ୱାରେଣ୍ଟିନ, ୧୧ ଲୋକାଲ କଣ୍ଟା କେସ୍ ଚିହ୍ନଟ ହୋଇଛନ୍ତି।ମାଲଗୋଦାମ ବେହେରାସାହିରୁ ପୁଣି ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୁରୁଣା ରାଉସାପାଟଣାରୁ ପୁଣି ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧ ଲୋକାଲ କଣ୍ଟାକ୍ଟ ମଧ୍ୟରୁ ୨ କୋଭିଡ୍ ଯୋଦ୍ଧା ଚିହ୍ନଟ ହୋଛନ୍ତି।
କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ହୋଇଛି। ତେବେ ସେମାନଙ୍କ ମଧ୍ୟରୁ ୪୭୮ ଜଣ ସୁସ୍ଥ ଓ ୧୦ ଜଣଙ୍କ ମୃତ୍ୟୁ ହୋଛି। ୪୬୧ଟି ଆକ୍ଟିଭ୍ କେସ୍ ରହିଛି। ଏନେଇ ସିମିସି ପକ୍ଷରୁ ଟ୍ୱିଟ୍ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।