ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କୋଭିଡ୍ ଟେଷ୍ଟ ହୋଇଛି । ଦିନକରେ ୫୦ ହଜାର ଟପିଲା କରୋନା ଟେଷ୍ଟ ।
ଗତ ୨୪ ଘଣ୍ଟାରେ ୫୨ ହଜାର ୭୯୫ କରୋନା ଟେଷ୍ଟ କରାଯାଇଛି। RTPCR, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ପରୀକ୍ଷା କରାଯାଇଛି । RTPCRରୁ ୧୦ ହଜାର ୨୪୦, ଆଣ୍ଟିଜେନ୍ରୁ ୪୨ ହଜାର ୪୧୪ ଓ ଟ୍ରୁନଟ ମାଧ୍ୟମରେ ୧୪୧ ଟେଷ୍ଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ପାର୍ କରି ସାରିଛି। ରାଜ୍ୟରେ ଏହି ସଂଖ୍ୟା ୬୦,୦୫୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୦,୭୨୬ ସୁସ୍ଥ ହୋଇ ସାରିଥିବା ବେଳେ ୧୮,୯୨୮ ଜଣ ଚିକିତ୍ସିତ ହେଉଛନ୍ତି। ଏଥିସହ ରାଜ୍ୟରେ ଏଯାବତ କରୋନାରେ ୩୪୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।