ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରାୟ ୬ ଦିନ ହେବ ୬ ହଜାର ଟ୍ରେଣ୍ଡରୁ ଖସୁନି ମହାମାରୀ। ଏହା ପ୍ଲାଟୋ ଫେଜ ବୋଲି ଡିଏମଇଟି ନିର୍ଦ୍ଦେଶକ କହୁଥିବା ବେଳେ ଆଜିବି ଜାରି ରହିଛି ସମାନ ସ୍ଥିତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୦୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲିର ସଂଖ୍ୟାଠାରୁ ଆଜି ସାମାନ୍ୟ କମିଥିଲେ ମଧ୍ୟ ୬ ହଜାର ତଳକୁ ଖସୁନି ଦୈନିକ ସଂକ୍ରମିତଙ୍କ ସଂଖ୍ୟା।
ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗତକାଲି ଏହି ଜିଲ୍ଲାରୁ ୯୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ହଜାରେ ଟପି ଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ବଲାଙ୍ଗିର ଜିଲ୍ଲାରୁ ୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୪୦୦, ସୁନ୍ଦରଗଡ଼ରୁ ୩୭୧, ଝାରସୁଗୁଡ଼ାରୁ ୩୫୯, ବରଗଡ଼ରୁ ୨୮୬, କଳାହାଣ୍ଡି ଜିଲ୍ଲାରୁ ୨୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେନ୍ଦୁଝର ଜିଲ୍ଲାରୁ ୨୬୬, ଅନୁଗୁଳ ଜିଲ୍ଲାରୁ ୨୩୯, ପୁରୀରୁ ୨୬୬, ଗଞ୍ଜାମରୁ ୨୦୯, ନବରଙ୍ଗପୁରରୁ ୨୦୬, କଟକରୁ ୧୯୮, ସମ୍ବଲପୁରରୁ୧୫୮, ମୟୂରଭଞ୍ଜରୁ ୧୪୯, ନୟାଗଡ଼ରୁ ୧୧୦, ଯାଜପୁରରୁ ୧୦୭, ରାୟଗଡ଼ାରୁ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗଜପତି ଜିଲ୍ଲାରୁ ୭୯, କୋରାପୁଟ ଜିଲ୍ଲାରୁ ୭୬, ସୁବର୍ଣ୍ଣପୁରରୁ ୭୪, ଷ୍ଟେଟ୍ ପୁଲ୍- ୨୧୩, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୨୯କୁ ବୃଦ୍ଧି ପାଇଛି। ଆକ୍ଟିଭ ୫୦,୯୫୮ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୬୭ ହଜାର ୧୧୧। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Covid-19 Report For 26th April
New Positive Cases:: 6073
In quarantine: 3522
Local contacts: 2551(Details of local contacts will be shared by concerned Dist Administration)
District Wise Cases:
1. Angul: 239
2. Balasore: 78
3. Bargarh: 286
4. Bhadrak: 65
5. Balangir: 457— I & PR Department, Odisha (@IPR_Odisha) April 27, 2021
6. Boudh: 64
7. Cuttack: 198
8. Deogarh: 36
9. Dhenkanal: 12
10. Gajapati: 79
11. Ganjam: 209
12. Jagatsinghpur: 62
13. Jajpur: 107
14. Jharsuguda: 359
15. Kalahandi: 277
16. Kandhamal: 34
17. Kendrapada: 64
18. Keonjhar: 266
19. Khurda: 1092
20. Koraput: 76
21. Malkangiri: 29— I & PR Department, Odisha (@IPR_Odisha) April 27, 2021
22. Mayurbhanj: 149
23. Nawarangpur: 206
24. Nayagarh: 110
25. Nuapada: 400
26. Puri: 226
27. Rayagada: 77
28. Sambalpur: 158
29. Sonepur: 74
30. Sundargarh: 371
31. State Pool: 213— I & PR Department, Odisha (@IPR_Odisha) April 27, 2021
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।