ଲଗାତାର ତୃତୀୟ ଦିନ ପାଇଁ ୬ ହଜାରୁ ଅଧିକ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ ୧,୧୮୯

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୬୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଏହି ରିପୋର୍ଟ ଆସିଛି। ଏହା ସହିତ ଲଗାତାର ତିନି ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଉପରେ ରହୁଛି। ଏହି ୬,୬୪୭ ଜଣଙ୍କ ମଧ୍ୟରୁ ୩,୮୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୭୯୨ଟି ହେଉଛି ଲୋକାଲ୍ କେସ୍‌। ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୧୮୯ ଜଣ କରୋନା […]

Corona

Corona

Jitendra Garnayak
  • Published: Saturday, 24 April 2021
  • Updated: 24 April 2021, 02:19 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୬୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଏହି ରିପୋର୍ଟ ଆସିଛି। ଏହା ସହିତ ଲଗାତାର ତିନି ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଉପରେ ରହୁଛି।

ଏହି ୬,୬୪୭ ଜଣଙ୍କ ମଧ୍ୟରୁ ୩,୮୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୭୯୨ଟି ହେଉଛି ଲୋକାଲ୍ କେସ୍‌।

ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୭୮୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୫୫୯, ପୁରୀରୁ ୩୯୫, କଳାହାଣ୍ଡିରୁ ୩୬୧, ଝାରସୁଗୁଡ଼ାରୁ ୩୪୩, କଟକରୁ ୩୩୬, ବରଗଡ଼ରୁ ୨୯୦, ବଲାଙ୍ଗିରରୁ ୨୩୪, ନବରଙ୍ଗପୁରରୁ ୨୨୪, କେନ୍ଦୁଝରରୁ ୧୮୩, ସମ୍ବଲପୁରରୁ ୧୭୫, ଗଞ୍ଜାମରୁ ୧୬୧, ଅନୁଗୋଳରୁ ୧୪୧, ଯାଜପୁରରୁ ୧୩୩, ମୟୂରଭଞ୍ଜରୁ ୧୨୨, ରାୟଗଡ଼ାରୁ ୧୧୬, ନୟାଗଡ଼ରୁ ୧୧୦, ଗଜପତିରୁ ୯୬, କୋରାପୁଟରୁ ୬୭ ଓ ବାଲେଶ୍ୱରରୁ ୫୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୬୬ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱରରୁ ୫୩ ଜଣ, ଭଦ୍ରକରୁ ୪୧, ବୌଦ୍ଧରୁ ୩୯, ଦେବଗଡ଼ରୁ ୩୪, ଜଗତସିଂହପୁରରୁ ୬୫, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୪୭, ମାଲକାନଗିରିରୁ ୧୭ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

୬,୬୪୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ପାର ହୋଇଯାଇଛି। ରାଜ୍ୟରେ ୪,୦୧, ୩୪୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩,୫୬,୦୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୪୩,୩୦୪ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୮୧ରେ ପହଞ୍ଚିଛି।

ଏପ୍ରିଲ ୨୨ ଓ ୨୧ ତାରିଖରେ ଯଥାକ୍ରମେ ୬,୨୧୫ ଓ ୬,୧୬୪ ଜଣ କରୋନାରେ ସଂକ୍ରମିତ ହୋଇଥିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ରିପୋର୍ଟ ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story