ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌, ମେ’ ୪ରୁ ଖରାଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏପ୍ରିଲ ୨ ତାରିଖରୁ ରାଜ୍ୟର ସବୁ ସ୍କୁଲ୍‌ ସକାଳୁଆ ହେବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ମଧ୍ୟରେ ସ୍କୁଲ୍ ଚାଲିବ। କୌଣସି ପରିସ୍ଥିତିରେ ୧୧ଟା ଟପିବନି।  ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ନେଇ ରାଜ୍ୟ ସରକାର ଆଜି ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ପରୀକ୍ଷା ସାରିବାକୁ ସ୍କୁଲ୍‌ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ମେ’୪ ତାରିଖରୁ ଖରାଛୁଟି ଘୋଷଣା କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

School

School

Rakesh Mallick
  • Published: Friday, 09 March 2018
  • Updated: 09 March 2018, 06:32 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏପ୍ରିଲ ୨ ତାରିଖରୁ ରାଜ୍ୟର ସବୁ ସ୍କୁଲ୍‌ ସକାଳୁଆ ହେବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ମଧ୍ୟରେ ସ୍କୁଲ୍ ଚାଲିବ। କୌଣସି ପରିସ୍ଥିତିରେ ୧୧ଟା ଟପିବନି।  ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ନେଇ ରାଜ୍ୟ ସରକାର ଆଜି ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ପରୀକ୍ଷା ସାରିବାକୁ ସ୍କୁଲ୍‌ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ମେ’୪ ତାରିଖରୁ ଖରାଛୁଟି ଘୋଷଣା କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story