ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଗଣଶିକ୍ଷା ମନ୍ତ୍ରୀ ପୂର୍ବରୁ ସୂଚନା ଦେଇଥିଲେ।
ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ହେବ । ସେହିଭଳି ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ ହେବ ।
ସୂଚନାଯୋଗ୍ୟ, ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଡେଇଁ ସାରିଲାଣି। ଅସହ୍ୟ ତାତିରେ କଲବଲ ହେଉଛନ୍ତି ଲୋକେ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାଙ୍କ ସୁରକ୍ଷା ଓ ସୁବିଧା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ୍ଗୁଡ଼ିକୁ ସକାଳୁଆ କରାଯାଇଛି। ସକାଳୁ ସକାଳୁ ସ୍କୁଲ ଆସି ପିଲାମାନେ ବେଶ୍ ଖୁସି ଥିବା ପରିଲକ୍ଷିତ ହୋଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।