ଆଜିଠୁ ହେଲା ସକାଳୁଆ ସ୍କୁଲ, ଭିସୁଟ୍‌ରେ ଅଫଲାଇନ୍ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ ।  ସକାଳ ୭ରୁ ଦିନ ଗୋଟାଏ ଯାଏଁ ଖୋଲିବ ସ୍କୁଲ । ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ହେବ । ସ୍କୁଲ ଗୁଡିକରେ କୋଭିଡ୍ ଗାଇଡ୍ ଲାଇନ୍ ପାଳନ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ […]

School Students

School Students

Niharika Rout
  • Published: Monday, 01 March 2021
  • Updated: 01 March 2021, 10:28 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ ।  ସକାଳ ୭ରୁ ଦିନ ଗୋଟାଏ ଯାଏଁ ଖୋଲିବ ସ୍କୁଲ । ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ହେବ ।

[caption id="attachment_623510" align="aligncenter" width="650"]School ସ୍କୁଲରେ ପ୍ରବେଶ ପୂର୍ବରୁ ପିଲାଙ୍କ ଶରୀରର ତାପମାତ୍ରା ମାପ କରାଯାଉଛି।[/caption]

ସ୍କୁଲ ଗୁଡିକରେ କୋଭିଡ୍ ଗାଇଡ୍ ଲାଇନ୍ ପାଳନ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଅସହ୍ୟ ତାତି ହେଉଥିବାରୁ ପାନୀୟ ଜଳ, ORS ମହଜୁଦ୍ ରଖିବାକୁ କୁହାଯାଇଛି ।

ଅପରପକ୍ଷେ ପୁଣି ଥରେ କରୋନା କାୟା ବିସ୍ତାର କରୁଥିବାରୁ ବୁର୍ଲା ସ୍ଥିତ ଭିସୁଟ୍‌ରେ ଆଜି ହେବାକୁ ଥିବା ଅଫଲାଇନ୍ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖାଯାଇଛି । ଏନେଇ ନୋଟିସ ଜାରି କରିଛନ୍ତି ଭିସୁଟ୍ କୁଳପତି।

ଅଚାନକ୍ ସଂକ୍ରମଣ ବୃଦ୍ଧି ପରେ, ବିଶ୍ୱବିଦ୍ୟାଳୟକୁ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଏଥିସହ ଭିସୁଟ୍ ଅଞ୍ଚଳକୁ ଶଟଡାଉନ ଘୋଷଣା କରାଯାଇଛି । ୧୧ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଏବଂ ପୁଲହ ହଷ୍ଟେଲ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ୍ ଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ।

ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି । ସାଧାରଣ ଜନତାଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯିବା ସହ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story