ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମା’କୁ କରୋନା, ହେଲେ ଛୁଆ ନିରୋଗ । ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତ ମା’ଙ୍କଠାରୁ ଜନ୍ମ ନେଉଛନ୍ତି ନିରୋଗ ଛୁଆ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।
କେବଳ ଗଞ୍ଜାମ ଜିଲ୍ଲା କୋଭିଡ ହସ୍ପିଟାଲରେ ଆଜି ସୁଦ୍ଧା ଏଭଳି ୫୭ଟି ନିରୋଗ ଛୁଆ ଜନ୍ମ ହୋଇ ସାରିଲେଣି। ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରିଛନ୍ତି। ମା’ମାନେ ସଂକ୍ରମିତ ହେବା ସତ୍ତ୍ୱେ ନବଜାତ ଶିଶୁଙ୍କଠାରେ କରୋନାର କୌଣସି ଲକ୍ଷଣ ଦେଖିବାକୁ ମିଳୁନାହିଁ ।
As many as 57 babies have been born to mothers infected by coronavirus at COVID hospitals of Ganjam district till date. Heartening to know that all of them are healthy with no symptoms of #COVID19. #OdishaCareshttps://t.co/klglviYENN
— CMO Odisha (@CMO_Odisha) August 14, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।