ସାପ କାମୁଡ଼ାରେ ମା’ପୁଅ ମୃତ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା କୋଦଳାର ବି. ନୂଆପଲ୍ଲୀ ଗାଁରେ ସାପ କାମୁଡ଼ାରେ ମା’ପୁଅଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ମାନସା ପରିଡ଼ା (୩୨) ଓ ତାଙ୍କ ପୁଅ ଆଶିଷ ପରିଡ଼ା (୪)। ଗତକାଲି ରାତିରେ ପ୍ରାୟ ଦୁଇଟା ବେଳେ ଘରେ ଶୋଇଥିବା ବେଳେ ସେମାନଙ୍କୁ ସାପ କାମୁଡ଼ିଥିଲା। ଏହାପରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଏମ୍‌କେସିଜି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ରାସ୍ତାରେ ଆଶିଷଙ୍କ ମୃତ୍ୟୁ […]

snake

snake

Jyoshna Pradhan
  • Published: Monday, 23 September 2019
  • Updated: 23 September 2019, 02:48 PM IST

Sports

Latest News

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା କୋଦଳାର ବି. ନୂଆପଲ୍ଲୀ ଗାଁରେ ସାପ କାମୁଡ଼ାରେ ମା’ପୁଅଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ମାନସା ପରିଡ଼ା (୩୨) ଓ ତାଙ୍କ ପୁଅ ଆଶିଷ ପରିଡ଼ା (୪)।

ଗତକାଲି ରାତିରେ ପ୍ରାୟ ଦୁଇଟା ବେଳେ ଘରେ ଶୋଇଥିବା ବେଳେ ସେମାନଙ୍କୁ ସାପ କାମୁଡ଼ିଥିଲା। ଏହାପରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଏମ୍‌କେସିଜି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ରାସ୍ତାରେ ଆଶିଷଙ୍କ ମୃତ୍ୟୁ ଘଟିଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମାଆଙ୍କ ମୃତ୍ୟୁ ଘଟିଥିଲା।

ସେହିପରି ଗତକାଲି ରାତିରେ ସାପ କାମୁଡ଼ାରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କୃଷ୍ଣ ଚନ୍ଦ୍ର ସାହୁ (୩୪)। ତାଙ୍କ ଘର କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଏ. ବରିଡ଼ା ଗାଁରେ। ଘରେ ଶୋଇଥିବା ବେଳେ ତାଙ୍କୁ ସାପ କାମୁଡ଼ିଥିଲା। ତାଙ୍କୁ ପ୍ରଥମେ କବିସୂର୍ଯ୍ୟନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ତାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story