ପୁଅକୁ ବଞ୍ଚାଇବାକୁ ଯାଇ ମା’ ବି ବୁଡ଼ିଗଲେ
ଘୋଡ଼ାହାଡ଼ ନଦୀରେ ବୁଡ଼ି ଯାଇ ମାଆପୁଅଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ସୁଷମା ମହାରଣା (୩୫) ଓ ସୁଧାଂଶୁ ମହାରଣା(୯)।
ମା’ପୁଅ ନଈକୁ ଗାଧୋଇବାକୁ ଯାଇଥିବା ଏ ଘଟଣା ଘଟିଥିଲା। ଗାଧୋଉଥିବା ବେଳେ ପୁଅ ବୁଡ଼ି ଯାଉଥିବା ଦେଖି ସୁଷମା ତାଙ୍କୁ ବଞ୍ଚାଇବାକୁ ଯାଇଥିଲେ। ତେବେ ଉଭୟ ବୁଡ଼ି ଗଲେ।
ଅଗ୍ନିଶମ କର୍ମଚାରୀ ଉଭୟଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।
Ordigital Desk
• Published: Saturday, 29 September 2018
• Updated: 29 September 2018, 10:53 AM IST
Sports
Latest News
ଘୋଡ଼ାହାଡ଼ ନଦୀରେ ବୁଡ଼ି ଯାଇ ମାଆପୁଅଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ସୁଷମା ମହାରଣା (୩୫) ଓ ସୁଧାଂଶୁ ମହାରଣା(୯)।
ମା’ପୁଅ ନଈକୁ ଗାଧୋଇବାକୁ ଯାଇଥିବା ଏ ଘଟଣା ଘଟିଥିଲା। ଗାଧୋଉଥିବା ବେଳେ ପୁଅ ବୁଡ଼ି ଯାଉଥିବା ଦେଖି ସୁଷମା ତାଙ୍କୁ ବଞ୍ଚାଇବାକୁ ଯାଇଥିଲେ। ତେବେ ଉଭୟ ବୁଡ଼ି ଗଲେ।
ଅଗ୍ନିଶମ କର୍ମଚାରୀ ଉଭୟଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos