ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲାରେ ଶିଶୁ ବିକ୍ରି ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଜିଲ୍ଲାର ସଇଁନ୍ତଲା ଥାନା ଫପସି ଗାଁରେ ଏପରି ଉଦ୍ୟମ ହୋଇଥିବା ଜଣାଯାଇଛି।
ଫପସି ଗାଁରେ ସରୋଜିନୀ ମହାକୁଡ ନାମ୍ନୀ ମହିଳା ଗାଁର ବାଲମତି ସୁନାଙ୍କୁ ନିଜ ନବଜାତ ଶିଶୁକନ୍ୟାକୁ ଦେବା ଲାଗି ଉଦ୍ୟମ କରୁଥିଲେ । ଏସଂକ୍ରାନ୍ତରେ ସୂଚନା ପାଇବା ପରେ ଚାଇଲ୍ଡ ଲାଇନ ଓ ପୁଲିସ୍ ପହଞ୍ଚି ଶିଶୁକନ୍ୟା ଓ ମା’ଙ୍କୁ ଉଦ୍ଧାର କରିଛନ୍ତି । ଏହାପରେ ବଲାଙ୍ଗିର ଶିଶୁ କଲ୍ୟାଣ କମିଟି ପାଖରେ ଜିମା ଦେଇଛନ୍ତି । ତଦନ୍ତ ପରେ ଶିଶ କନ୍ୟା ବିକ୍ରି ପଛର କାରଣ ଜଣାପଡ଼ିବ ବୋଲି କହିଛନ୍ତି ଶିଶୁ କଲ୍ୟାଣ କମିଟି ଅଧ୍ୟକ୍ଷ।।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Events & Festivals
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି।
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।