ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ କରୋନା ସଂକ୍ରମିତ ହୋଇଛନ୍ତି।
ସେ ନିଜେ ଟ୍ୱଟ୍ ମାଧ୍ୟମରେ ଏହି ସୂଚନା ଦେଇ କହିଛନ୍ତି ଯେ, ଆଜି ସେ କୋଭିଡ୍-୧୯ ଟେଷ୍ଟ କରି ପଜେଟିଭ୍ ଥିବା ଜାଣିବାକୁ ପାଇଛନ୍ତି।
I underwent #Covid-19 test today & it has turned out positive.
Those who have came in contact with me in last few days are advised to get tested for themselves and take required precautions.— Jual Oram (@jualoram) April 24, 2021
ସେଥିପାଇଁ ଗତ କିଛଦିନ ଧରି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିବା ସହ ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଏପଟେ ଶ୍ରୀ ଓରାମ କୋଭିଡ୍ ସଂକ୍ରମିତ ହୋଇଥିବା ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ କାମନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।