ବାଲେଶ୍ୱର ( ଓଡ଼ିଶା ରିପୋର୍ଟର): ବାଲେଶ୍ୱର ମେଡିକାଲ କଲେଜରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗତକାଲି ମେଡିକାଲ କଲେଜ ପରିସରରେ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ । ରୋଗୀଙ୍କୁ ମେଡିକାଲରେ ପୁରୁଣା ବେଡସିଟ୍ ଦିଆଯାଉଥିବା ଜାଣିବା ପରେ ମନ୍ତ୍ରୀ କ୍ଷୁବ୍ଧ ହୋଇଥିଲେ ।
ପୂର୍ବରୁ ମେଡିକାଲରେ ଅବ୍ୟବସ୍ଥା ନେଇ ମନ୍ତ୍ରୀ ବାରମ୍ବାର CDMOଙ୍କୁ ଜଣାଇଥିଲେ ବି ଏହାର ସମାଧାନ ହୋଇନଥିଲା । ତେଣୁ ଏହା ପ୍ରତିବାଦରେ ସେ ଧାରଣାରେ ବସିଥିଲେ । ଖବର ପାଇ ଜିଲ୍ଲାପାଳ, ସିଡିଏମଓ ଓ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଘଟଣାସ୍ଥଳକୁ ଆସି କେନ୍ଦ୍ର ମନ୍ତ୍ରୀ ଷଡ଼ଙ୍ଗୀଙ୍କ ସହ ଆଲୋଚନା କରିଥିଲେ। ମେଡିକାଲରେ ଥିବା ସମସ୍ୟାର ତୁରନ୍ତ ସମାଧାନ ହେବ ବୋଲି ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ଧାରଣାରୁ ଉଠିଥିଲେ କେନ୍ଦ୍ରମନ୍ତ୍ରୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।