ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ିଲା। କ୍ୱିଣ୍ଟାଲ ପିଛା ଦର ୨୦୦ରୁ ୨୫୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାରଙ୍କ ଆର୍ଥିକ ବ୍ୟାପାର କମିଟି ସମ୍ପର୍କିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପରେ ଧାନର ଦର କ୍ୱିଣ୍ଟାଲ ପିଛା ପାଖାପାଖି ୧୮ଶହ ଟଙ୍କାରେ ପହଞ୍ଚିଛି। ଚାଷୀମାନେ ଯେଭଳି ସେମାନଙ୍କ ଉତ୍ପାଦିତ ଖର୍ଚ୍ଚର ଉଚିତ ମୂଲ୍ୟ ପାଇବେ ତାକୁ ଆଖିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଧାନ ସହ ଅନ୍ୟ ୧୪ଟି ଶସ୍ୟର ମଧ୍ୟ ଏମ୍ଏସ୍ପି ବୃଦ୍ଧି କରା ଯାଇଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।