ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଥିବା ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଆଜି ରାଜ୍ୟପାଳ ଏସ୍.ସି.ଜମିର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ରାଜଭବନରେ ରାଜ୍ୟପାଳ ଜମିର୍ ତାଙ୍କୁ ସ୍ୱାଗତ ସମ୍ୱର୍ଦ୍ଧନା ଜଣାଇଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ଆଲୋଚନା କରିଥିଲେ। ଅପରାହ୍ଣରେ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଯାଇଥିଲେ ନବୀନ ନିବାସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଥିଲେ। ତେବେ ଏହା କେବଳ ଏକ ସୌଜନ୍ୟ ସାକ୍ଷାତ ଥିଲା ବୋଲି ଦ୍ରୌପଦୀ […]

rajyapala

rajyapala

Rakesh Mallick
  • Published: Monday, 15 June 2015
  • Updated: 15 June 2015, 02:10 PM IST

Sports

Latest News

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଥିବା ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଆଜି ରାଜ୍ୟପାଳ ଏସ୍.ସି.ଜମିର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ରାଜଭବନରେ ରାଜ୍ୟପାଳ ଜମିର୍ ତାଙ୍କୁ ସ୍ୱାଗତ ସମ୍ୱର୍ଦ୍ଧନା ଜଣାଇଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ଆଲୋଚନା କରିଥିଲେ।

ଅପରାହ୍ଣରେ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ଯାଇଥିଲେ ନବୀନ ନିବାସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଥିଲେ। ତେବେ ଏହା କେବଳ ଏକ ସୌଜନ୍ୟ ସାକ୍ଷାତ ଥିଲା ବୋଲି ଦ୍ରୌପଦୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ କହିଥିଲେ ଯେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ରାଜ୍ୟପାଳ ହେବାପରେ ଦ୍ରୌପଦୀ ପ୍ରଥମଥର ଓଡ଼ିଶା ଆସିଛନ୍ତି। ଗତକାଲି ସେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story