ପୁରୀ (ଓଡ଼ିଶା ରିପୋର୍ଟର): ମୁମ୍ବାଇର ଘରୋଇ ସଂସ୍ଥା MBCCର ଇଞ୍ଜିନିୟର ଓ ଆରକ୍ୟୋଲୋଜିଷ୍ଟ ବିଭାଗର ଏକ ଟିମ୍ ଶ୍ରୀମନ୍ଦିର ଗସ୍ତ କରି ମନ୍ଦିର ପରିସର ବୁଲି ଦେଖିଛନ୍ତି। ଶ୍ରୀମନ୍ଦିର ପରିସର ବୁଲି ଦେଖିବା ସହ ଏହାର ସୌନ୍ଦଯ୍ୟକରଣ କିପରି କରାଯିବ ସେ ନେଇ ଟିମ ଅନୁଧ୍ୟାନ କରିଛି । ଶ୍ରୀମନ୍ଦିର ପରିସରରେ ସ୍ଵଚ୍ଛତା ଏବଂ ଆନୁସାଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବା ଲାଗି ଏହି ଟିମ ସର୍ଭେ କରିଛନ୍ତି।
MBCCର ଏମଡି ଜେ.କେ ଦାସଙ୍କ ନେତୃତ୍ୱରେ ଏହି ଟିମ ଶ୍ରୀମନ୍ଦିର ଗସ୍ତ କରିଥିଲେ। ବାଇସି ପାହାଚର ମରାମତି ସହ ୮ଟି ଦ୍ୱାରକୁ ରୁପା ଛାଉଣୀ କରିବା ଲାଗି ପ୍ରତ୍ନତତ୍ତ୍ୱ ବିଭାଗ ଗତ କାଲି ସ୍ଥିତି ଅନୁଧ୍ୟାନ କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।