‘ପୌର ନିର୍ବାଚନ: ୪ ସପ୍ତାହ ମଧ୍ୟରେ ଜବାବ ଦିଅ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୌର ନିର୍ବାନକୁ ନେଇ ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଜବାବ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ପୂବରୁ ଭୁବନେଶ୍ୱର, ପୁରୀ ଓ କଟକରେ ପୌର ନିର୍ବାଚନ ପାଇଁ ତିନୋଟି ପୃଥକ ପୃଥକ ମାମଲା ହୋଇଥିଲା। କଟକରୁ ବିଜେପି ନେତା ସମୀର ଦେ, ପୁରୀ ପାଇଁ ସ୍ଥାନୀୟ ବିଧାୟକ […]

Orissa High Court

Orissa High Court

Madhupriya Mistry
  • Published: Wednesday, 25 August 2021
  • Updated: 25 August 2021, 02:52 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୌର ନିର୍ବାନକୁ ନେଇ ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଜବାବ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ପୂବରୁ ଭୁବନେଶ୍ୱର, ପୁରୀ ଓ କଟକରେ ପୌର ନିର୍ବାଚନ ପାଇଁ ତିନୋଟି ପୃଥକ ପୃଥକ ମାମଲା ହୋଇଥିଲା। କଟକରୁ ବିଜେପି ନେତା ସମୀର ଦେ, ପୁରୀ ପାଇଁ ସ୍ଥାନୀୟ ବିଧାୟକ ଜୟନ୍ତ ଷଡଙ୍ଗୀ ଏବଂ ଭୁବେନଶ୍ୱର  ମହାନଗର ନିଗମ ପାଇଁ ଅବସରପ୍ରପ୍ତ ପ୍ରଶାସକ ପ୍ରସନ୍ନ ମିଶ୍ରଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଥିଲା।

କଟକ, ପୁରୀ ଓ ଭୁବନେଶ୍ୱରରେ ପୌରାଞ୍ଚଳ ନିର୍ବାଚନ ପାଇଁ ତୁରନ୍ତ ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉ ବୋଲି ଆବେଦନରେ ଦର୍ଶାଯାଇଥିଲା। ପୌରାଞ୍ଚଳ ନିର୍ବଚନର କାର୍ଯ୍ୟକାଳ ୨୦୧୯ରୁ ଶେଷ ହୋଇଛି। ଜନପ୍ରତିନିଧିତ୍ୱ ଅନୁସାରେ ଯେଉଁ ସଂସ୍ଥା ପରିଚାଳିତ ହେବା କଥା ତାକୁ ଏବେ ସରକାରୀ ଅଧିକାରୀମାନ ଚଳାଉଛନ୍ତି। ପୌର ପରିଷଦର ନିର୍ବାଚିତ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା କଥା। କିନ୍ତୁ ଇତି ମଧ୍ୟରେ ତିନି ବର୍ଷ ବିତିବାକୁ ବସିଥିବା ବେଳେ ପୌର ନିର୍ବାଚନ କରାଯାଉ ନାହିଁ। ରାଜ୍ୟ ସରକାରଙ୍କ ଚାପରେ ରାଜ୍ୟ ନିର୍ବାଚନ କମିସନ୍ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ଆଜି ଏହି ମାମଲାର ପ୍ରାଥମିକ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ଏହି ମାମଲାକୁ ଗ୍ରହଣ କରିଛନ୍ତି। ସେ ଅନୁଯାୟୀ ରାଜ୍ୟ ସରକାରଙ୍କୁ ନୋଟିସ ମଧ୍ୟ ଜାରି କରିଛନ୍ତି। କେଉଁ ପରିସ୍ଥିତିରେ ବର୍ତ୍ତମାନ ସୁଦ୍ଧା ନିର୍ବାଚନ କରାଯାଇ ନାହିଁ ଏବଂ କେବେ ସୁଦ୍ଧା ନିର୍ବାଚନ ହେବ ଏହାର ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ଜବାବ ଦାଖଲ ପରେ ଏହା ଉପରେ ଚୂଡାନ୍ତ ଶୁଣାଣି ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story