ରାୟଗଡା: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବିରୋଧରେ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସେହି ସ୍କୁଲର ଜଣେ ଶିକ୍ଷୟିତ୍ରୀ। କିଛି ଦିନ ହେବ ପ୍ରଧାନ ଶିକ୍ଷକ ତାଙ୍କୁ ଗାଳିଗୁଲଜ ସହ ଅଶ୍ଲୀଳ ଇଙ୍ଗିତ କରୁଥିବା ନେଇ ସେ ଥାନାରେ ଏତଲା ଦେଇଛନ୍ତି। ସେପଟେ ସେ ଜଣେ ଭିନ୍ନକ୍ଷମ ଏବଂ ଶିକ୍ଷୟିତ୍ରୀଙ୍କ ଅଭିଯୋଗ ମିଥ୍ୟା ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି। ଘଟଣା ସମ୍ପର୍କରେ ତଦନ୍ତ କରି ଜିଲ୍ଲା ପ୍ରଶାସନକୁ ପ୍ରାରମ୍ଭିକ ରିପୋର୍ଟ ଦେଇଥିବା କହିଛନ୍ତି ମୁନିଗୁଡ଼ା ଏସଡିପିଓ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା!
ଉତ୍ତର ପ୍ରଦେଶ ଉପନିର୍ବାଚନରେ ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା। ପରିବାରର ଅଭିଯୋଗକ୍ରମେ ସମାଜବାଦୀ ପାର୍ଟି ସମର୍ଥକଙ୍କୁ ଗିରଫ କଲା ପୁଲିସ।
Crime
ବାହାଘର ପ୍ରସ୍ତାବକୁ ମନା କଲେ ଗୁରୁମା, ସ୍କୁଲରେ ପଶି ତଣ୍ଟି କାଟିଦେଲା ପାଗଳ ପ୍ରେମୀ
ଘର ଲୋକଙ୍କ ଦ୍ୱାରା ଗୁରୁମାଙ୍କ ପାଖକୁ ବାହାଘର ପ୍ରସ୍ତାବ ଆସିଥିଲେ ହେଁ ସେ ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲେ। ବାସ୍ ଏଥିରେ ରାଗି ଯାଇ ପାଗଳ ପ୍ରେମିକ ଜଣକ ସ୍କୁଲରେ ପଶି ଗୁରୁମାଙ୍କ ତଣ୍ଟି କାଟି ହତ୍ୟା କରିଛି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Crime
କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।