ମନ୍ଦିର ପରିସରରେ ମର୍ଡର

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ମେଣ୍ଟୁ ଛକରେ ଥିବା ରାଧାକୃଷ୍ଣ  ମନ୍ଦିର ପରିସରରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତଦେହ ନିକଟରେ ଦୁଇଟି ଇଟା ପଡିଥିବାରୁ ପଥରରେ ଛେଚି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ମନ୍ଦିର ରୋଷେଇ ଘର ନିକଟରେ ମୃତଦେହ ପଡ଼ି ରହିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ […]

deadbody

deadbody

Niharika Rout
  • Published: Thursday, 24 September 2020
  • Updated: 24 September 2020, 09:46 AM IST

Sports

Latest News

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ମେଣ୍ଟୁ ଛକରେ ଥିବା ରାଧାକୃଷ୍ଣ  ମନ୍ଦିର ପରିସରରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତଦେହ ନିକଟରେ ଦୁଇଟି ଇଟା ପଡିଥିବାରୁ ପଥରରେ ଛେଚି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ମନ୍ଦିର ରୋଷେଇ ଘର ନିକଟରେ ମୃତଦେହ ପଡ଼ି ରହିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ  ଅଭିଯୁକ୍ତଙ୍କ ଟେର ପାଇପାରିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos