ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ ଅଭିଯୋଗ

ଭଦ୍ରକ(ତପନ ସ୍ୱାଇଁ):ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୁଣ୍ଡ ଓ ମୁହଁରେ ଗଭୀର ଆଘାତ ଲାଗିଛି। ଗତକାଲି ସନ୍ଧ୍ୟାରେ ନାବାଳିକା ଜଣଙ୍କ ଯାତ୍ରା ଦେଖିବାକୁ ଯାଇଥିଲେ। ଆଜି ସକାଳେ ତାଙ୍କର କ୍ଷତବିକ୍ଷତ ଶରୀର କେନାଲ ନିକଟରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପୁଲିସ୍ ସେହି ଗ୍ରାମର ଗଗନ ବେହେରା(୫୪)ଙ୍କୁ ଅଟକ ରଖିଛି ଓ ଘଟଣାର […]

rape-child111

rape-child111

Tapaswini Nayak
  • Published: Thursday, 18 April 2019
  • Updated: 18 April 2019, 01:46 PM IST

Sports

Latest News

ଭଦ୍ରକ(ତପନ ସ୍ୱାଇଁ):ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୁଣ୍ଡ ଓ ମୁହଁରେ ଗଭୀର ଆଘାତ ଲାଗିଛି।

ଗତକାଲି ସନ୍ଧ୍ୟାରେ ନାବାଳିକା ଜଣଙ୍କ ଯାତ୍ରା ଦେଖିବାକୁ ଯାଇଥିଲେ। ଆଜି ସକାଳେ ତାଙ୍କର କ୍ଷତବିକ୍ଷତ ଶରୀର କେନାଲ ନିକଟରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପୁଲିସ୍ ସେହି ଗ୍ରାମର ଗଗନ ବେହେରା(୫୪)ଙ୍କୁ ଅଟକ ରଖିଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story