କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୁରାତନ ସରଙ୍ଗଧର ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଅଜୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ଉପଜିଲ୍ଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, କାମାକ୍ଷାନଗର ବିଡିଓ ଜ୍ୟୋତିଶଙ୍କର ସାହୁ, ସରଙ୍ଗଧର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରୁଦ୍ରନାରାୟନ ସାମଲ ପ୍ରମୁଖ ରହିଥିଲେ। ଏଠାରେ ବ୍ଲକର ୩୦ଟି ଉଚ୍ଚ ବିଦ୍ୟାଳୟରୁ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏଠାରେ ଆଲୋଚନା ହୋଇଥିଲା ଯେ ଭାଗୀଦାରିରେ ବିଦ୍ୟାଳୟର ଉନ୍ନତି ହେଲେ ଶିକ୍ଷାର ମଧ୍ୟ ବିକାଶ ହୋଇପାରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।