କାମାକ୍ଷାନଗର ସରଙ୍ଗଧର ଉଚ୍ଚ ବିଦ୍ୟାଳୟରେ ‘ମୋ ସ୍କୁଲ ଅଭିଯାନ’

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୁରାତନ ସରଙ୍ଗଧର ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଅଜୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ଉପଜିଲ୍ଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, କାମାକ୍ଷାନଗର ବିଡିଓ ଜ୍ୟୋତିଶଙ୍କର ସାହୁ, ସରଙ୍ଗଧର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରୁଦ୍ରନାରାୟନ ସାମଲ ପ୍ରମୁଖ ରହିଥିଲେ। ଏଠାରେ ବ୍ଲକର ୩୦ଟି ଉଚ୍ଚ ବିଦ୍ୟାଳୟରୁ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ […]

b0038fed-8cd5-4f70-9229-adc8f87a95cd

b0038fed-8cd5-4f70-9229-adc8f87a95cd

Ordigital Desk
  • Published: Friday, 25 May 2018
  • Updated: 25 May 2018, 07:01 PM IST

Sports

Latest News

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୁରାତନ ସରଙ୍ଗଧର ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଅଜୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ଉପଜିଲ୍ଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, କାମାକ୍ଷାନଗର ବିଡିଓ ଜ୍ୟୋତିଶଙ୍କର ସାହୁ, ସରଙ୍ଗଧର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରୁଦ୍ରନାରାୟନ ସାମଲ ପ୍ରମୁଖ ରହିଥିଲେ। ଏଠାରେ ବ୍ଲକର ୩୦ଟି ଉଚ୍ଚ ବିଦ୍ୟାଳୟରୁ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏଠାରେ ଆଲୋଚନା ହୋଇଥିଲା ଯେ ଭାଗୀଦାରିରେ ବିଦ୍ୟାଳୟର ଉନ୍ନତି ହେଲେ ଶିକ୍ଷାର ମଧ୍ୟ ବିକାଶ ହୋଇପାରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story