ନବଦିଗନ୍ତ ଚିଟଫଣ୍ଡ ଠକେଇ ମାମଲା: ସାଂସଦ ହାଁସଦାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: ନବଦିଗନ୍ତ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଆବେଦନ ଆଜି ଖାରଜ ହୋଇଯାଇଛି। ସଂସଦର ଶୀତକାଳୀନ ଅଧିବେଶନରେ ଯୋଗ ଦେବା ଲାଗି ଅନୁମତି ଦେବାକୁ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଥିଲେ ହାଁସଦା। କୋର୍ଟ ଏହାକୁ ଅଗ୍ରାହ୍ୟ କରି ଦେଇଛନ୍ତି। ହାଁସଦା ହାଇକୋର୍ଟରେ ଜାମିନ ଆବେଦନ କରିବେ ବୋଲି ତାଙ୍କ ଓକିଲ ସୂଚନା ମିଳିଛି।

ramachandra

Rakesh Mallick
  • Published: Thursday, 10 December 2015
  • , Updated: 10 December 2015, 05:35 PM IST

Related story