କଟକ: ନବଦିଗନ୍ତ ଚିଟଫଣ୍ଡ ମାମଲାରେ ଗିରଫ ହୋଇ ଜେଲରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କ ଜାମିନ ହାଇକୋର୍ଟରେ ଖାରଜ ହୋଇଯାଇଛି। ନବଦିଗନ୍ତର ଅନ୍ୟତମ ନିର୍ଦ୍ଦେଶକ ପ୍ରଦୀପ ପଟ୍ଟନାୟକଙ୍କଠାରୁ ଏହି ମାମଲା ଭିନ୍ନ ବୋଲି ଦର୍ଶାଇ କୋର୍ଟ ଆବେଦନକୁ ଖାରଜ କରିଦେଇଛନ୍ତି। ହାଁସଦାଙ୍କ ଘରୁ ଜବତ ହୋଇଥିବା ୨୮ ଲକ୍ଷ ଟଙ୍କା କେଉଁଠୁ ଆସିଲା ତା’ର ତଦନ୍ତ ସିବିଆଇ କରୁଛି । ଏଭଳି ସ୍ଥିତିରେ ଜାମିନ ଦେଇହେବ ନାହିଁ ବୋଲି କୋର୍ଟ ତାଙ୍କ ରାୟରେ ଶୁଣାଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।