ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ନବଯୌବନ ଦର୍ଶନ। ଏହି ଅନନ୍ୟ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିସହ ପରମ୍ପରା ଅନୁଯାୟୀ ଆଜି ଅଣସର ଘରେ ଆରମ୍ଭ ହେବ ବନକ ଲାଗି ପ୍ରକ୍ରିୟା। ଦିନ ୯ଟାରୁ ୧୨ଟା ମଧ୍ୟରେ ଦତ୍ତ ମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିବେ। ଏହାପରେ ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଆଜି ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଯାଏ ଭିତରକାଠ ପାଖରୁ […]

puri1

puri1

Tapaswini Nayak
  • Published: Tuesday, 02 July 2019
  • Updated: 02 July 2019, 11:59 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ନବଯୌବନ ଦର୍ଶନ। ଏହି ଅନନ୍ୟ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିସହ ପରମ୍ପରା ଅନୁଯାୟୀ ଆଜି ଅଣସର ଘରେ ଆରମ୍ଭ ହେବ ବନକ ଲାଗି ପ୍ରକ୍ରିୟା। ଦିନ ୯ଟାରୁ ୧୨ଟା ମଧ୍ୟରେ ଦତ୍ତ ମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିବେ। ଏହାପରେ ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଆଜି ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଯାଏ ଭିତରକାଠ ପାଖରୁ ପରମାଣିକ ଦର୍ଶନ ଓ ୩ଟା ୩୦ରୁ ୪ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ।

ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତେବେ ଆଜି ସକାଳୁ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯିବ ନାହିଁ ବୋଲି ଜଣାପଡ଼ିଛି।

ଗତକାଲି ତ୍ରୟୋଦଶୀରେ ଶ୍ରୀଜିଉଙ୍କ ନିକଟରେ ଘଣାଲାଗି ଓ ଖଳି ବିଜେ ନୀତି ଅନୁଷ୍ଠିତ ହୋଇଛି। ଘଣ୍ଟ ଘଣ୍ଟା, କାହାଳୀ ସହ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମହାପ୍ରଭୁଙ୍କ ଦିବ୍ୟଲେପନ ଖଳି ବିଜେ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story