ସାଲେପୁର: ସାଲେପୁର ନାବାଳିକା ଏମଏମଏସ ଘଟଣାର ମୁଖ୍ୟ ଅଭିଯୁକ୍ତ ଧରାପଡିଛି। ତେବେ ସେ ଜଣେ ନାବାଳକ ବୋଲି ପୁଲିସ କହିଛି। ତାଙ୍କୁ ପଚାରାଉଚରା କରାଯାଉଛି। ସେହିପରି ପୋଲିସ ଏହି ଘଟଣାରେ ଅଭିଯୁକ୍ତର ଜଣେ ସହଯୋଗୀଙ୍କୁ ମଧ୍ୟ ଅଟକ ରଖିଛି।
ଘଟଣା ସମ୍ପର୍କରେ ଉଭୟଙ୍କୁ ପଚାରାଉଚରା ଜାରି ରହିଛି। ମୁଖ୍ୟ ଅଭିଯୁକ୍ତ ଓ ନାବାଳିକାର ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ରେକର୍ଡିଂ କରି ଇଣ୍ଟରନେଟରେ ଛାଡିଦିଆଯାଇଥିଲା। ଏହାପରେ ସମ୍ପୃକ୍ତ ନାବାଳିକା ଗତ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା।କଟକ ଗ୍ରାମଞ୍ଚଳ ଏସ୍ପିଙ୍କ ନେତୃତ୍ୱରେ ଏକ ଟିମ ଅଭିଯୁକ୍ତଙ୍କୁ ଧରିବାର ସଫଳ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।