ନବନିଯୁକ୍ତଙ୍କୁ କେବିକେ, ପଶ୍ଚିମ ଓଡ଼ିଶା ଓ ଅନ୍ୟ ଆଦିବାସୀ ଅଞ୍ଚଳରେ ଖାଲି ଥିବା ପଦବୀରେ ଅବସ୍ଥାପିତ କର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂତନ ନିଯୁକ୍ତି ପାଇଥିବା ବ୍ୟକ୍ତିମାନଙ୍କୁ କେବିକେ ଅଞ୍ଚଳ, ଅନ୍ୟ ଆଦିବାସୀ ଅଞ୍ଚଳ ଏବଂ ପଶ୍ଚିମ ଓଡ଼ିଶାରେ ଖାଲିଥିବା ପଦବୀ ଗୁଡ଼ିକରେ ନିଯୁକ୍ତି ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ କୌଣସି ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି। ଗତକାଲି ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବୈଠକରେ ଖାଲି ପଡ଼ିଥିବା ସରକାରୀ ପଦବୀ ପୂରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନଙ୍କ […]

_naveen_patnaik

_naveen_patnaik

Rakesh Mallick
  • Published: Tuesday, 10 November 2015
  • Updated: 10 November 2015, 03:34 AM IST

Sports

Latest News

ଭୁବନେଶ୍ୱର: ନୂତନ ନିଯୁକ୍ତି ପାଇଥିବା ବ୍ୟକ୍ତିମାନଙ୍କୁ କେବିକେ ଅଞ୍ଚଳ, ଅନ୍ୟ ଆଦିବାସୀ ଅଞ୍ଚଳ ଏବଂ ପଶ୍ଚିମ ଓଡ଼ିଶାରେ ଖାଲିଥିବା ପଦବୀ ଗୁଡ଼ିକରେ ନିଯୁକ୍ତି ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ କୌଣସି ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି। ଗତକାଲି ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବୈଠକରେ ଖାଲି ପଡ଼ିଥିବା ସରକାରୀ ପଦବୀ ପୂରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନଙ୍କ ସହ ସବୁ ସଚିବଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ଯେପରି ବ୍ଲକ ସ୍ତରୀୟ ଅଧିକାରୀ ପଦବୀ ପୂରଣ ହୋଇପାରିବ ସେ ଦିଗରେ ପଦକ୍ଷପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story