Advertisment

୧୪ ତାରିଖ ସକାଳେ ମା’ ସମଲେଶ୍ୱରୀଙ୍କ ପାଖରେ ଲାଗିହେବ ନବାନ୍ନ

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କଠାରେ ଆସନ୍ତା ୧୪ ତାରିଖରେ ନୂଆଁଖାଇ ଲାଗି ପାଇଁ ଶୁଭ ଲଗ୍ନ ସ୍ଥିର ହୋଇଛି। ୧୪ ତାରିଖ ସକାଳ ୮ଟା ୧୦ରୁ ୮ଟା ୪୦ ମଧ୍ୟରେ ମା’ଙ୍କ ଠାରେ ଲାଗି ହେବ ନବାନ୍ନ। ଆଜି ସମ୍ବଲପୁର ଝାଡୁଆପଡ଼ାସ୍ଥିତ ବ୍ରହ୍ମପୁରା ମନ୍ଦିରରେ ବସିଥିବା ପଣ୍ଡିତ ସଭାରେ ଏହି ଶୁଭଲଗ୍ନ ସ୍ଥିର କରାଯାଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପଣ୍ଡିତମାନେ ପାଞ୍ଜି ଦେଖି ନୂଆଁଖାଇ ତିଥି ଓ ଲଗ୍ନ ସ୍ଥିର କରିଛନ୍ତି। […]

ଅଦ୍ୟତନ ହୋଇଛି
୧୪ ତାରିଖ ସକାଳେ ମା’ ସମଲେଶ୍ୱରୀଙ୍କ ପାଖରେ ଲାଗିହେବ ନବାନ୍ନ

samaleswari1

Advertisment

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କଠାରେ ଆସନ୍ତା ୧୪ ତାରିଖରେ ନୂଆଁଖାଇ ଲାଗି ପାଇଁ ଶୁଭ ଲଗ୍ନ ସ୍ଥିର ହୋଇଛି। ୧୪ ତାରିଖ ସକାଳ ୮ଟା ୧୦ରୁ ୮ଟା ୪୦ ମଧ୍ୟରେ ମା’ଙ୍କ ଠାରେ ଲାଗି ହେବ ନବାନ୍ନ।samaleswari1

Advertisment

ଆଜି ସମ୍ବଲପୁର ଝାଡୁଆପଡ଼ାସ୍ଥିତ ବ୍ରହ୍ମପୁରା ମନ୍ଦିରରେ ବସିଥିବା ପଣ୍ଡିତ ସଭାରେ ଏହି ଶୁଭଲଗ୍ନ ସ୍ଥିର କରାଯାଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପଣ୍ଡିତମାନେ ପାଞ୍ଜି ଦେଖି ନୂଆଁଖାଇ ତିଥି ଓ ଲଗ୍ନ ସ୍ଥିର କରିଛନ୍ତି।

ନିର୍ଦ୍ଧାରିତ ଲଗ୍ନ ଅନୁସାରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଥାଏ।

ଏହାପରେ ସମ୍ବଲପୁର ଅଞ୍ଚଳର ଅନ୍ୟ ଦେବାଦେବୀଙ୍କ ନିକଟରେ ନବାନ୍ନ ଲାଗି କରାଯାଇ ଘରେ ଘରେ ନୂଆଁ ଖାଇଥାନ୍ତି ଲୋକେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe