ନବରଙ୍ଗପୁର ଜିଲ୍ଲା ୨ ଦିନ ପାଇଁ ଶଟ୍‌ଡାଉନ୍‌

ନବରଙ୍ଗପୁର (ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାକୁ ୨ ଦିନ ପାଇଁ ଶଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୫ ଓ ୨୬ ତାରିଖରେ ପୂରା ଜିଲ୍ଲା ଶଟ୍‌ଡାଉନ୍‌ରେ ରହିବ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଶଟ୍‌ଡାଉନ୍ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲାରେ ଆଜି ୪୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪୫୩ ଜଣ ସୁସ୍ଥ […]

corona15

corona15

Jitendra Garnayak
  • Published: Saturday, 22 August 2020
  • Updated: 22 August 2020, 01:42 PM IST

Sports

Latest News

ନବରଙ୍ଗପୁର (ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାକୁ ୨ ଦିନ ପାଇଁ ଶଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୫ ଓ ୨୬ ତାରିଖରେ ପୂରା ଜିଲ୍ଲା ଶଟ୍‌ଡାଉନ୍‌ରେ ରହିବ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଶଟ୍‌ଡାଉନ୍ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲାରେ ଆଜି ୪୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୭୭ ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ସେହିଭଳି ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେମାନଙ୍କର ଅନ୍ୟାନ୍ୟ କାରଣରୁ ମୃତ୍ୟୁ ଘଟିଥିବା କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story