ନବରଙ୍ଗପୁର ଓ ମାଲକାନଗିରିର ବିକାଶ ନେଇ ଭିଡିଓ କନଫରେନ୍ସିଂରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ବିକାଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ଏହି ଦୁଇଟି ଜିଲ୍ଲାର ବିକାଶ ନେଇ ଆଜି ମୁଖ୍ୟମନ୍ତ୍ରୀ ଉଭୟ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏଥିରେ ରାସ୍ତା, ଜଳସେଚନ ଓ ବିଦ୍ୟୁତ ଯୋଗାଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ୨୦୧୬ ସୁଦ୍ଧା ଗୁରୁପ୍ରିୟା ସେତୁ ନିର୍ମାଣ କାମ ସାରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେହିପରି ବିଚ୍ଛିନ୍ନାଞ୍ଚଳରେ ରାସ୍ତାଘାଟର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଛି। […]

cm

cm

Rakesh Mallick
  • Published: Wednesday, 14 October 2015
  • Updated: 14 October 2015, 02:23 PM IST

ଭୁବନେଶ୍ୱର: ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ବିକାଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ଏହି ଦୁଇଟି ଜିଲ୍ଲାର ବିକାଶ ନେଇ ଆଜି ମୁଖ୍ୟମନ୍ତ୍ରୀ ଉଭୟ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏଥିରେ ରାସ୍ତା, ଜଳସେଚନ ଓ ବିଦ୍ୟୁତ ଯୋଗାଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ୨୦୧୬ ସୁଦ୍ଧା ଗୁରୁପ୍ରିୟା ସେତୁ ନିର୍ମାଣ କାମ ସାରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେହିପରି ବିଚ୍ଛିନ୍ନାଞ୍ଚଳରେ ରାସ୍ତାଘାଟର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ସ୍ୱାସ୍ଥ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ଥିବା ଖାଲି ସ୍ଥାନ ପୂରଣ ନେଇ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲା ଦାୟିତ୍ୱରେ ଥିବା ବରିଷ୍ଠ ଆଇଏଏସ୍ ୟୁଏନ୍ ବେହେରା ଓ ଆର୍ ବାଲକ୍ରିଷ୍ଣନ୍ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story