ନବରଙ୍ଗପୁର ସାଂସଦ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ସୋଶାଲ୍ ମିଡିଆ ଯୋଗେ ଏହି ସୂଚନା ଦେଇଛନ୍ତି। ସାଂସଦ ଶ୍ରୀ ମାଝୀ ଏବେ ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ତା’ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ହୋମ୍‌ ଆଇସୋଲେସନ୍‌ରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

corona

Jitendra Garnayak
  • Published: Friday, 04 September 2020
  • , Updated: 04 September 2020, 01:54 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ସୋଶାଲ୍ ମିଡିଆ ଯୋଗେ ଏହି ସୂଚନା ଦେଇଛନ୍ତି।

ସାଂସଦ ଶ୍ରୀ ମାଝୀ ଏବେ ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ତା’ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ହୋମ୍‌ ଆଇସୋଲେସନ୍‌ରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

Related story