ଇଭିଏମ୍‌ରେ ନ ଥିଲା ପ୍ରାର୍ଥୀଙ୍କ ନାମ, ଆଜି ପୁଣି ହେବ ଭୋଟ

ନବରଙ୍ଗପୁର(ନବଘନ ବିଶୋୟୀ): ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ୮ ନମ୍ବର ଓ୍ୱାର୍ଡର ୧୪ ନମ୍ବର ବୁଥ୍‌ରେ ଆଜି ପୁଣିଥରେ ଭୋଟ୍ ହେବ । ଏହି ବୁଥ୍‌ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ । ଇଭିଏମ୍‌ରେ ତ୍ରୁଟି ଯୋଗୁଁ ଗତକାଲି ମତଦାନ ବନ୍ଦ ରଖାଯାଇଥିଲା । ଏହି ବୁଥ୍‌ରେ ଅଧ୍ୟକ୍ଷ ପଦ ପାଇଁ ଥିବା ଇଭିଏମ୍‌ରେ ପ୍ରାର୍ଥୀଙ୍କ ନାଁ ଓ ଚିହ୍ନରେ ତ୍ରୁଟି ଦେଖାଦେଇଥିଲା । ଉମରକୋଟ୍ ଆସନରେ ଅଧ୍ୟକ୍ଷ ପଦ ପାଇଁ ଲଢ଼ୁଥିବା ପ୍ରାର୍ଥୀଙ୍କ […]

evm

evm

Niharika Rout
  • Published: Friday, 25 March 2022
  • Updated: 25 March 2022, 12:22 PM IST

Sports

Latest News

ନବରଙ୍ଗପୁର(ନବଘନ ବିଶୋୟୀ): ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ୮ ନମ୍ବର ଓ୍ୱାର୍ଡର ୧୪ ନମ୍ବର ବୁଥ୍‌ରେ ଆଜି ପୁଣିଥରେ ଭୋଟ୍ ହେବ । ଏହି ବୁଥ୍‌ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ । ଇଭିଏମ୍‌ରେ ତ୍ରୁଟି ଯୋଗୁଁ ଗତକାଲି ମତଦାନ ବନ୍ଦ ରଖାଯାଇଥିଲା । ଏହି ବୁଥ୍‌ରେ ଅଧ୍ୟକ୍ଷ ପଦ ପାଇଁ ଥିବା ଇଭିଏମ୍‌ରେ ପ୍ରାର୍ଥୀଙ୍କ ନାଁ ଓ ଚିହ୍ନରେ ତ୍ରୁଟି ଦେଖାଦେଇଥିଲା ।

ଉମରକୋଟ୍ ଆସନରେ ଅଧ୍ୟକ୍ଷ ପଦ ପାଇଁ ଲଢ଼ୁଥିବା ପ୍ରାର୍ଥୀଙ୍କ ନାଁ ୧୪ ନମ୍ବର ବୁଥ୍‌ରେ ଥିବା ଇଭିଏମ୍‌ରେ  ନ ରହି ନବରଙ୍ଗପୁର ମ୍ୟୁନିସିପାଲିଟିର ପ୍ରାର୍ଥୀଙ୍କ ନାଁ   ଉଲ୍ଲେଖ ରହିଥିଲା । ଏ କଥା ଜଣାପଡ଼ିବା ବେଳକୁ ଇଭିଏମ୍‌ରେ ୩୯୨ଟି ଭୋଟ୍ ପଡ଼ି ସାରିଥିଲା ।

ତେବେ ଜଣେ ଭୋଟର ଭୁଲ୍ ସଂପର୍କରେ ପ୍ରିଜାଇଡିଂ ଅଫିସରଙ୍କୁ ଜଣାଇବା ପରେ ମତଦାନ ସ୍ଥଗିତ ରହିଥିଲା । ଯାହାକୁ ନେଇ ବୁଥ୍‌ରେ ଉତ୍ତେଜନା ଦେଖାଦେଇଥିଲା । ପରେ ପୁଲିସ, ପୌର ଅଧିକାରୀ ଓ ନିର୍ବାଚନ ଅଧିକାରୀ ପହଞ୍ଚି ମତଦାନ ସଂପୂର୍ଣ୍ଣ ବନ୍ଦ କରିଥିଲେ । ଏହାପରେ ଆଜି ପୁଣି ଥରେ ଭୋଟ ହେବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story