ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଭେଟ ସମୟରେ ନବୀନ ରାଜ୍ୟର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିପାରନ୍ତି। ମିଳିଥିବା ସୂଚନା ଅନୁସାରେ ନବୀନ ମୋଦିଙ୍କସହ ସାକ୍ଷାତ ବେଳେ ଜିଏସ୍‌ଟି, ଗ୍ରୀନ୍‌ ସେସ୍‌ ଓ ରାଜ୍ୟକୁ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ ସମ୍ପର୍କରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ରଖିପାରନ୍ତି। ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭାବନ ୭ରେସକୋର୍ସ ରୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

nabin-and-modi

Rakesh Mallick
  • Published: Monday, 11 April 2016
  • , Updated: 12 April 2016, 02:07 AM IST

Related story