ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦ, ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ପୁରୀ(ଓଡ଼ିଶା ରିପୋର୍ଟର): ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦୀୟ ପରିସ୍ଥିତି  ଦେଖାଦେବାରୁ ପ୍ରାୟ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମହାପ୍ରଭୁଙ୍କ ନାଗାର୍ଜନ ବେଶ। ଏପରିକି ଭଣ୍ଡାର ମେକାପ, ଖୁଣ୍ଟିଆ ସେବାୟତ ଓ ସିଂହାରୀ ସେବାୟତଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତିରୁ ସୃଷ୍ଟି ହୋଇଥିଲା ବିବାଦ।  ଶେଷରେ ପ୍ରଶାସନ ହସ୍ତକ୍ଷେପ ପରେ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା  ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ଭୋର ୪ଟା ୪୫ ମିନିଟରୁ ଶ୍ରୀଜିଉଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲେ ହେଁ, ନାଗାର୍ଜୁନ […]

puri-2

puri-2

Niharika Rout
  • Published: Friday, 27 November 2020
  • Updated: 27 November 2020, 08:05 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦୀୟ ପରିସ୍ଥିତି  ଦେଖାଦେବାରୁ ପ୍ରାୟ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମହାପ୍ରଭୁଙ୍କ ନାଗାର୍ଜନ ବେଶ। ଏପରିକି ଭଣ୍ଡାର ମେକାପ, ଖୁଣ୍ଟିଆ ସେବାୟତ ଓ ସିଂହାରୀ ସେବାୟତଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତିରୁ ସୃଷ୍ଟି ହୋଇଥିଲା ବିବାଦ।  ଶେଷରେ ପ୍ରଶାସନ ହସ୍ତକ୍ଷେପ ପରେ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା  ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ।

ଭୋର ୪ଟା ୪୫ ମିନିଟରୁ ଶ୍ରୀଜିଉଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲେ ହେଁ, ନାଗାର୍ଜୁନ ବେଶ ସକାଳ ୭ଟାରେ ଆରମ୍ଭ ହୋଇଥିଲା  । ସ୍ୱର୍ଣ୍ଣ ଅଳଙ୍କାରକୁ ନେଇ ବିବାଦୀୟ ପରିସ୍ଥିତି   ଓ ନିର୍ଦ୍ଧାରିତ ସଂଖ୍ୟାଠାରୁ ଅଧିକ ସେବାୟତ ମନ୍ଦିରରେ ପ୍ରବେଶ କରିବାରୁ ଦେଖାଦେଲା ବିବାଦ।   ତେବେ ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ବିବାଦର ସମାଧାନ ହୋଇଥିଲା ।

ଏହାପରେ ସକାଳ ୭ଟାରୁ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଆରମ୍ଭ ହୋଇଥିଲା । ପ୍ରଭୁ ଜଗନ୍ନାଥ ଓ ବଳଭଦ୍ର ବୀର ବେଶରେ ସଜେଇ ହେଉଛନ୍ତି । ୧୬ ପ୍ରକାରର ପାରମ୍ପରିକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହେଉଛନ୍ତି ଜଗାବଳିଆ । ଦୁଇ ଠାକୁରଙ୍କ ମସ୍ତକରେ ଶୋଭିତ ହୋଇଛି ହାଣ୍ଡିଆ । ଉଭୟ ଧାରଣ କରିଛନ୍ତି ଢେଣୁ, ଶିଙ୍ଗା, ତୂଣୀର, ବାଘନଖ ଓ ଖଣ୍ଡା ଆଦି ଆୟୁଧ ।

ତେବେ କରୋନା କଟକଣା ଯୋଗୁ ୨୫ ବର୍ଷ ପରେ ପଡ଼ିଥିବା ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ।   ସାଧାରଣ ଦର୍ଶନ ବନ୍ଦ ଥିବା ବେଳେ ଶ୍ରଦ୍ଧାଳୁମାନେ ଆଜି ପତିତପାବନଙ୍କୁ ମଧ୍ୟ ଦର୍ଶନ କରିପାରିବେ ନାହିଁ । ଶ୍ରୀମନ୍ଦିର ଚାରିପାଖ ସହ ସିଂହଦ୍ୱାରରୁ ମରିଚିକୋଟ ଛକ  ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି । କଡ଼ା ସୁରକ୍ଷା ବଳୟରେ ରହିଛି ଶ୍ରୀମନ୍ଦିର ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story