ରାସ୍ତାକଡ଼ରୁ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ସୋରଳ ଛକ ନିକଟ ରାସ୍ତା କଡ଼ରୁ ଆଜି ଜଣେ ଅପରିଚିତ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ଉଲଗ୍ନ ଅବସ୍ଥାରେ ଉଦ୍ଧାର ହୋଇଥିବାରୁ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମହିଳାଙ୍କ ଗୋଡ଼କୁ ବାନ୍ଧି ରାସ୍ତା କଡ଼ରେ ଫିଙ୍ଗି ଦିଆଯାଇଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବଟିକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।

Girl-Dead-Body-Found_1512629336101

Girl-Dead-Body-Found_1512629336101

Rakesh Mallick
  • Published: Thursday, 10 May 2018
  • Updated: 10 May 2018, 01:24 PM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ସୋରଳ ଛକ ନିକଟ ରାସ୍ତା କଡ଼ରୁ ଆଜି ଜଣେ ଅପରିଚିତ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ଉଲଗ୍ନ ଅବସ୍ଥାରେ ଉଦ୍ଧାର ହୋଇଥିବାରୁ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମହିଳାଙ୍କ ଗୋଡ଼କୁ ବାନ୍ଧି ରାସ୍ତା କଡ଼ରେ ଫିଙ୍ଗି ଦିଆଯାଇଥିଲା।

ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବଟିକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story