ଆସନ୍ତାକାଲିଠୁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବନ୍ଦ ରଖାଯାଇଛି। ଏହାସହ ଷ୍ଟେଟ୍ ବଟାନିକାଲ ଗାର୍ଡେନ୍ ମଧ୍ୟ ବନ୍ଦ ରହିଛି। ଏ ନେଇ ନନ୍ଦନକାନନର ଉପ-ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ। କରୋନା ପାଇଁ  ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ମାର୍ଚ୍ଚ […]

nadankana00

nadankana00

Tapaswini Nayak
  • Published: Saturday, 14 March 2020
  • Updated: 14 March 2020, 01:25 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବନ୍ଦ ରଖାଯାଇଛି। ଏହାସହ ଷ୍ଟେଟ୍ ବଟାନିକାଲ ଗାର୍ଡେନ୍ ମଧ୍ୟ ବନ୍ଦ ରହିଛି। ଏ ନେଇ ନନ୍ଦନକାନନର ଉପ-ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ। କରୋନା ପାଇଁ  ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ମାର୍ଚ୍ଚ ୩୧ ଯାଏ ବନ୍ଦ ରହିବ ବୋଲି କହିଥିଲେ। ଏହାସହ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିବ ବୋଲି କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story