ଆଜି ଖୋଲିବ ନନ୍ଦନକାନନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯ ଦିନ ପରେ ଆଜି ଖୋଲିବ ନନ୍ଦନକାନନ। ନନ୍ଦନକାନନ ସଂଲଗ୍ନ ବଟାନିକାଲ ଗାର୍ଡେନ ବି ଆଜି ଖୋଲିବ। ବାତ୍ୟା ‘ଫୋନି’ରେ ନନ୍ଦନକାନନ ସହ ବଟାନିକାଲ ଗାର୍ଡେନ କ୍ଷତିଗ୍ରସ୍ତ ହୋଇଥିଲା। ଭାଙ୍ଗି ଯାଇଥିବା ଗଛ ଓ ତାର ଜାଲି, ବାଡ଼ ମରାମତି ପରେ ନନ୍ଦନକାନନ ଖୋଲିବ। ବାତ୍ୟା ‘ଫୋନି’ର ତାଣ୍ଡବରେ ନନ୍ଦନକାନନରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା।  ଚିଡିଆଖାନାର ବହୁ ଖୁଆଡ଼ରେ ଗଛ ଉପୁଡ଼ି ପଡିଥିଲା। ତେବେ ଚିଡିଆଖାନାକୁ ପୁଣି ଥରେ ସଜାଡ଼ିବାକୁ ଯୁଦ୍ଧକାଳୀନ ଭିତ୍ତିରେ ନନ୍ଦନକାନନ […]

Nandankanan

Nandankanan

Jyoshna Pradhan
  • Published: Tuesday, 21 May 2019
  • Updated: 21 May 2019, 08:22 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯ ଦିନ ପରେ ଆଜି ଖୋଲିବ ନନ୍ଦନକାନନ। ନନ୍ଦନକାନନ ସଂଲଗ୍ନ ବଟାନିକାଲ ଗାର୍ଡେନ ବି ଆଜି ଖୋଲିବ। ବାତ୍ୟା ‘ଫୋନି’ରେ ନନ୍ଦନକାନନ ସହ ବଟାନିକାଲ ଗାର୍ଡେନ କ୍ଷତିଗ୍ରସ୍ତ ହୋଇଥିଲା। ଭାଙ୍ଗି ଯାଇଥିବା ଗଛ ଓ ତାର ଜାଲି, ବାଡ଼ ମରାମତି ପରେ ନନ୍ଦନକାନନ ଖୋଲିବ।

ବାତ୍ୟା ‘ଫୋନି’ର ତାଣ୍ଡବରେ ନନ୍ଦନକାନନରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା।  ଚିଡିଆଖାନାର ବହୁ ଖୁଆଡ଼ରେ ଗଛ ଉପୁଡ଼ି ପଡିଥିଲା। ତେବେ ଚିଡିଆଖାନାକୁ ପୁଣି ଥରେ ସଜାଡ଼ିବାକୁ ଯୁଦ୍ଧକାଳୀନ ଭିତ୍ତିରେ ନନ୍ଦନକାନନ କର୍ତ୍ତୃପକ୍ଷ କାମ କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos