ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହା ୨୪ ତାରିଖ ଯାଏ ଚାଲିବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ଦେବେ। ଓପନ ସ୍କୁଲର ୧୨,୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।
ମାଟ୍ରିକ୍ ପାଇଁ ୧୫୩ଟି ଏବଂ ଓପନ ସ୍କୁଲ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି । କେନ୍ଦ୍ରଗୁଡ଼ିକ ପ୍ରତିଦିନ ସାନିଟାଇଜ୍ କରାଯିବ, ଭିଡ଼ ନ ହେବାକୁ ବ୍ୟବସ୍ଥା ହେବ। ପରୀକ୍ଷା ସମୟରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ହେବ କହିଲେ ଗଣଶିକ୍ଷା ମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।