Advertisment

୧୪ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହା ୨୪ ତାରିଖ ଯାଏ ଚାଲିବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ଦେବେ। ଓପନ ସ୍କୁଲର ୧୨,୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ମାଟ୍ରିକ୍ ପାଇଁ ୧୫୩ଟି ଏବଂ ଓପନ ସ୍କୁଲ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି । କେନ୍ଦ୍ରଗୁଡ଼ିକ ପ୍ରତିଦିନ ସାନିଟାଇଜ୍ କରାଯିବ, ଭିଡ଼ ନ ହେବାକୁ ବ୍ୟବସ୍ଥା ହେବ। […]

author-image
Niharika Rout
ମେ’ ୩ରୁ ମ୍ୟାଟ୍ରିକ୍‌ ପରୀକ୍ଷା, ପ୍ରଥମ ଦିନ ମାତୃଭାଷା ଓଡ଼ିଆ

matric

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହା ୨୪ ତାରିଖ ଯାଏ ଚାଲିବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ଦେବେ। ଓପନ ସ୍କୁଲର ୧୨,୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।

Advertisment

ମାଟ୍ରିକ୍ ପାଇଁ ୧୫୩ଟି ଏବଂ ଓପନ ସ୍କୁଲ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି । କେନ୍ଦ୍ରଗୁଡ଼ିକ ପ୍ରତିଦିନ ସାନିଟାଇଜ୍ କରାଯିବ, ଭିଡ଼ ନ ହେବାକୁ ବ୍ୟବସ୍ଥା ହେବ। ପରୀକ୍ଷା ସମୟରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ହେବ କହିଲେ ଗଣଶିକ୍ଷା ମନ୍ତ୍ରୀ।

Matric Supplementary Exam